Enter Title

Enter Subtitle

ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୧୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

👉 ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୮ ହଜାର ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୫୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୬ ଲକ୍ଷ ୨୧ ହଜାର ୭୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

Covid-19 Report For 13th March

New positives: 71
In quarantine: 43
Local contacts: 28

Leave a Reply

Your email address will not be published. Required fields are marked *