ଭୁବନେଶ୍ୱର୦୧ /୦୯: ରାଜ୍ୟରେ ଗୋଟିଏ ଦିନରେ ୭୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୯୩୨୩୫ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୧୫୯ ରହିଛି ।

Leave a Reply

Your email address will not be published. Required fields are marked *