ପୁରୀ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ । ବେଢ଼ା ପରିକ୍ରମା ସହ ବିଭିନ୍ନ ଦେବାଦେବୀଙ୍କୁ ଦର୍ଶନ କରିଛନ୍ତି । ୫-ଟି ସଚିବ ସହ ତାଙ୍କ ପତ୍ନୀ ତଥା ମିସନ ଶକ୍ତିର କମିସନର ସୁଜାତା ଆର କାର୍ତ୍ତିକେୟନ ମଧ୍ୟ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ବେଢ଼ା ପରିକ୍ରମା ସହ ବିଭିନ୍ନ ଦେବାଦେବୀଙ୍କୁ ଦର୍ଶନ କରିଛନ୍ତି।ଏଥିସହ ସେବାୟତଙ୍କ ସହ ଶ୍ରୀମନ୍ଦିର ଉନ୍ନତିକରଣ ନେଇ ମଧ୍ୟ ଆଲୋଚନା କରିଥିବା ଜଣାପଡିଛି ।