Author: Nirbhay Suchana

୪ ମାସ ବଢିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅବଧିକୁ ବୃଦ୍ଧି କଲେ କେନ୍ଦ୍ର ସରକାର । ୨୦୨୨ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣା ରାଶନ ମିଳିବ।…

ଜୁନିୟର ପୁରୁଷ ବିଶ୍ୱକପ୍ ହକିର ଉଦଘାଟନୀ ମ୍ଯାଚରେ ବେଲଜିୟମ ଟିମ୍ ବିଜୟୀ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଜୁନିୟର ପୁରୁଷ ବିଶ୍ୱକପ ହକିର ଆଜି ଉଦଘାଟନୀ ମ୍ୟାଚରେ ରେଡ଼ ଲାୟନ ତଥା ବେଲଜିୟମ ଦଳ ବିଜୟୀ ହୋଇଛି ।…

ବିଜେପି ସାଂସଦ ଗୌତମ ଗମ୍ଭୀରଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ: ପୂର୍ବତନ କ୍ରିକେଟର ତଥା ବିଜେପି ସାଂସଦ ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ମିଳିଥିବା ସୂଚନା ମିଳିଛି। ଆଇଏସଆଇଏସ କାଶ୍ମୀର ନାଁରେ ଜୀବନରେ ମାରି ଦେବାକୁ ଧମକ…

ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚି ପରିକ୍ରମା ମଡେଲର ଅନାବରଣ କରିବା ସହ ପ୍ରକଳ୍ପ…

ଓଡିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ସମ୍ମାନ

ଭାରତୀୟ ସ୍ଥଳ ସେନା ଉପମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ୍‌ ଭାବେ ଦ୍ୱାୟିତ୍ୱରେ ଥିବା ଓଡ଼ିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ । ରାଷ୍ଟ୍ରପତି…

ସୁନ୍ଦରଗଡ଼ରେ ୫୩ ଛାତ୍ରୀଙ୍କୁ କରୋନା ପଜିଟିଭ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଥିବା ସେଣ୍ଟ ମେରି ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୫୩ ଜଣ ଛାତ୍ରୀ କରୋନା ପଜିଟିଭ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ୭ଦିନ ପାଇଁ…

ଆସନ୍ତା କାଲିଠୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ପୁରୁଷ ଜୁନିଅର ହକି ବିଶ୍ୱକପ୍

ଭୁବନେଶ୍ୱର: ଆସନ୍ତାକାଲି ଠାରୁ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ପୁରୁଷ ଜୁନିଅର ହକି ବିଶ୍ୱକପ୍ । ଡିସେମ୍ବର ୫ ତାରିଖ ଯାଏଁ ଚାଲିବ ଟକ୍କର । ସଜେଇ ହେଲାଣି…

ସବୁ ଠିକା ଡାଟା ଏଣ୍ଟ୍ରି ଅପରେଟର ହେବେ ନିୟମିତ

କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟମିତ…

ବୁର୍ଲା ଭୀମସାରର ଆଉ ୭ ଜଣ ଛାତ୍ରଙ୍କୁ କୋଭିଡ୍ ପଜିଟିଭ୍

ସମ୍ବଲପୁର: ବୁର୍ଲା ଭୀମସାର କଲେଜରେ ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଆଉ…